ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ, ସଂଧ୍ୟାରେ ଇନଭେଷ୍ଟର୍ସ ମିଟରେ ହେବେ ସାମିଲ
ଆଜିଠୁ ୬ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ସଂଧ୍ୟାରେ ଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଇନଭେଷ୍ଟର୍ସ ମିଟରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ।
୧୬ଟି ଦେଶର ଆମ୍ବାସଡରଙ୍କ ସହ ସେ ନିବେଶ ନେଇ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ନଭେମ୍ବର ୩୦!-->!-->!-->…
