ଅଡୁଆରେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ
ସୂଚନାନୁସାରେ, ଅଫିସ୍ ଅଫ୍ ପ୍ରଫିଟ୍ ମାମଲାରେ ନିର୍ବାଚନ ଆୟୋଗ ତାଙ୍କ ବିଧାନସଭା ସଦସ୍ୟତା ରଦ୍ଦ କରିଛନ୍ତି। ତାଙ୍କ ବିରୋଧରେ ହୋଇଥିବା ଆବେଦନ ଉପରେ ସମସ୍ତ ପକ୍ଷକୁ ଶୁଣିବା ପରେ ଆୟୋଗ ଏହି ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କରେ ରାଜ୍ୟପାଳଙ୍କୁ ଏକ ଚିଠି ପଠାଯାଇଛି। କିଛି ସମୟ ମଧ୍ୟରେ ଏ!-->…
