ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ପ୍ରବଳ ବର୍ଷା ପରେ ରାଜ୍ୟରେ ଏବେ ବନ୍ୟାସ୍ଥିତି । ଆଉ ରାଜ୍ୟର ଏଭଳି ସମୟରେ ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ଆଜି ବନ୍ୟାସ୍ଥିତି ସମୀକ୍ଷା କରିଛନ୍ତି । ୫ଟି ଜିଲ୍ଲାର ସ୍ଥିତିକୁ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି ।!-->…
