କିଶୋରୀଙ୍କୁ କ୍ୟାନସରରୁ ରକ୍ଷା କରିବା ପାଇଁ ରାଜ୍ୟ ସରକାର ନୂଆ ଯୋଜନା
କିଶୋରୀଙ୍କୁ କ୍ୟାନସରରୁ ରକ୍ଷା କରିବା ପାଇଁ ରାଜ୍ୟ ସରକାର ନୂଆ ଯୋଜନା ଆରମ୍ଭ କରିଛନ୍ତି । ଖୁବଶୀଘ୍ର କିଶୋରୀଙ୍କୁ କ୍ୟାନସର ସୁରକ୍ଷା କବଚ ବା ଟିକା ଦଆଯିବ । ୯ରୁ ୧୩ ବର୍ଷୀୟ ଝିଅଙ୍କୁ ଏହି ପ୍ରତିଷେଧକ ଟିକା ଦିଆଯିବ । ରାଜ୍ୟରେ ୧୦ ଜିଲ୍ଲାର ହାଇସ୍କୁଲ ଛାତ୍ରୀଙ୍କୁ ମାଗଣାରେ ହ୍ୟୁମାନ!-->…
