ଆଜିଠୁ ଆରମ୍ଭ ହେଲା ବର୍ଷା, 10 ଯାଏଁ ବର୍ଷିବ
କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଛି । ପାଣିପାଗ ବିଭାଗ ଦେଇଥିବା ସୂଚନା ଅନୁଯ଼ାୟୀ, ଆଜିଠାରୁ 10 ତାରିଖ ଯାଏଁ 17 ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ଏଥିପାଇଁ 17ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣିଂ ଜାରି କରାଯ଼ାଇଛି ।!-->…
