ଜଗତସିଂହପୁର: ଜଗତସିଂହପୁର ବ୍ଲକ ଓଡ଼ିଶ ପଞ୍ଚାୟତର ୧୦ ରୁ ଉର୍ଦ୍ଧ୍ବ କଂଗ୍ରେସ କର୍ମୀ ସ୍ଥାନୀୟ ସରପଞ୍ଚ ଓ ଜିଲ୍ଲା ପରିଷଦ ସଭ୍ୟଙ୍କ ନେତୃତ୍ଵରେ, ବିଜେଡି ଜିଲ୍ଲା ସଭାପତି ତଥା ଯୋଜନା ବୋର୍ଡ ଉପାଧ୍ୟକ୍ଷ ବିଷ୍ଣୁ ଦାସଙ୍କ ପାଖରେ ପହଞ୍ଚି ଆନୁଷ୍ଠାନିକ ଭାବେ ବିଜେଡି ଦଳରେ ଯୋଗଦେଇଛନ୍ତି ।
Recover your password.
A password will be e-mailed to you.