Odia News Portal

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା

ନୂଆଦିଲ୍ଲୀ() ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ଆଜି ଦ୍ୱିପହରରେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ପ୍ରଣବ ମୁଖାର୍ଜୀ । ଏହା ସହ ଗତ ୭ଦିନ ମଧ୍ୟରେ ଭେଟିଥିବା ଲୋକଙ୍କୁ କ୍ୱାରେଣ୍ଟାଇନରେ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ଏହା ବ୍ୟତିତ ସଂସ୍କର୍ଶରେ ଆସିଥିବା ବ୍ୟକ୍ତିଙ୍କୁ କରୀକ୍ଷା କରାଇବାକୁ ପୂର୍ବତ୍ନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କହିଛନ୍ତି ।