Odia News Portal

ଓଡ଼ିଶା ଆସିବେ ନରେନ୍ଦ୍ର ମୋଦି ଓ ରାହୁଲ ଗାନ୍ଧୀ

ଭୁବନେଶ୍ୱର : ଚଳିତ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ସଭାପତି ରାହୁଲ ଗାନ୍ଧି ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି l ବିଜେପି ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୨୪ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି l ଶ୍ରୀ ମୋଦି ଖୋର୍ଦ୍ଧାଠାରେ ବିଶାଳ ଜନସଭାରେ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି l ସେହିପରି ଚଳିତ ମାସ ଶେଷ ଆଡ଼କୁ କଂଗ୍ରେସ ସଭାପତି ରାହୁଲ ଗାନ୍ଧି ମଧ୍ୟ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି l ଏ ନେଇ ପିସିସ ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି …