Odia News Portal

୩ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର()  ନୟାଗଡର ପରୀ ହତ୍ୟା ମାମଲାକୁ ନେଇ ଆଜି ପୁଣି ବିଧାନସଭାରେ ହଟ୍ଟଗୋଳ ଆରମ୍ଭ ହୋଇଛି । ଏସଆଇଟି ଗଠନ ନେଇ ସ୍ପଷ୍ଟୀକରଣ ଦାବି କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା । କଂଗ୍ରେସ ଓ ବିଜେପି ସଦସ୍ୟଙ୍କର ପ୍ରବଳ ହଟ୍ଟଗୋଳ ଯୋଗୁଁ ଅପରାହ୍ନ ୩ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।