Odia News Portal

କୋଇଲା ବୋଝେଇ ମାଲବାହୀ ଟ୍ରେନ ଲାଇନଚ୍ୟୁତ

ଭଦ୍ରକ : ଭଦ୍ରକରେ କୋଇଲା ବୋଝେଇ ଟ୍ରେନ ଲାଇନଚ୍ୟୁତ ହୋଇଛି। ତିହିଡି-ପାଳିଆ ମଧ୍ୟରେ ଲାଇନଚ୍ୟୁତ ହୋଇଛି ଟ୍ରେନ୍ । ଧାମରାରୁ ଭଦ୍ରକ ଅଭିମୁଖେ ଆସୁଥିଲା କୋଇଲା ବୋଝେଇ ଟ୍ରେନର ୮ଟି ବଗି ଲାଇନଚ୍ୟୁତ ହୋଇଛି ।

ତେବେ ଲାଇନଚ୍ୟୁତ ହେବାର କାରଣ ସ୍ପଷ୍ଟ ହୋଇନି ।ଧାମରା-ଭଦ୍ରକ ରେଳ ଚଳାଚଳ ବନ୍ଦ ରହିଛି ।  ଘଟଣାସ୍ଥଳରେ ରେଲୱେ କର୍ମଚାରୀ ପହଞ୍ଚି କାମ ଆରମ୍ଭ କରିଛନ୍ତି ।