Odia News Portal

ରାଜ୍ୟରେ ଆଉ ୧୬ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର() ରାଜ୍ୟରେ ଆଉ ୧୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୩୯ରେ ପହଞ୍ଚିଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଖ୍ୟା ।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ ଯୋଗେ ସୂଚନା ଦିଆଯାଇଛି।