Odia News Portal

ରାଜ୍ୟର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦କୁ ବୃଦ୍ଧି

ଭୁବନେଶ୍ବର () ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। । କେନ୍ଦ୍ରାପଡାର ଜଣେ ଯୁବକଙ୍କ ରିପୋର୍ଟ କରୋନା ପଜିଟିଭ ଆସିଛି । ଏହି ୩୨ବର୍ଷର ଯୁବକ ଜଣଙ୍କ ମାର୍ଚ୍ଚ ୨୪ରେ ଦୁବାଇରୁ ଫେରିଥିଲେ ।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ ଯୋଗେ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତ ସଂଖ୍ୟା ୪୦ ରେ ପହଞ୍ଚିଛି ।