Odia News Portal

ଜାଣନ୍ତୁ ୧୧୯ ନଂ ଆକ୍ରାନ୍ତ ବ୍ୟକ୍ତି ଜଣକର ସମ୍ପୁର୍ଣ୍ଣ ତଥ୍ୟ

ଭୁବନେଶ୍ବର() ରାଜ୍ୟରେ ଦିନକୁ ଦିନ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ତାଲିକା । ତେବେ ଏହାରି ମଧ୍ୟରେ ଆଜି ଚିହ୍ନଟ ହୋଇଥିବା ନୂଆ କରୋନା ରୋଗୀଙ୍କ ତଥ୍ୟ ଆସଛି । ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ସରକାର । ୧୧୯ ନଂ ଆକ୍ରାନ୍ତ ବ୍ୟକ୍ତି ଜଣକ ଭୁବନେଶ୍ୱର ମଧୁସୂଦନ ନଗର ଅଞ୍ଚଳର ବୋଲି ସୂଚନା ମିଳିଛି । ଏହି ବ୍ୟକ୍ତିଙ୍କର ବୟସ ୭୭ ବର୍ଷ । ସେ ୪୧ ନଂ ଆକ୍ରାନ୍ତଙ୍କ ନିକଟ ସମ୍ପର୍କୀୟ ବୋଲି ଜଣାପଡ଼ିଛି । ତେବେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କର କଣ୍ଟାକ୍ଟ ଟ୍ରେନିଂ ପ୍ରକିୟା ଆରମ୍ଭ କରିଛନ୍ତି ସରକାର । ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି ।