Odia News Portal

ସ’ ମିଲରେ ଭୟାବହ ଅଗ୍ନିକାଣ୍ଡ

ବାଲେଶ୍ୱର() ବାଲେଶ୍ୱର ଗଡଗଡିଆ ଛକ ନିକଟରେ ଥିବା ସ’ ମିଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଘଟଣାସ୍ଥଳରେ ନିଆଁ ଲିଭା ପାଇଁ ଅଗ୍ନିଶମ ବାହିନୀ ନିୟୋଜିତ ।ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତି ପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି । ତେବେ ବର୍ତ୍ତମାନ ପର୍ୟ୍ୟନ୍ତ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି ।