Odia News Portal

୧୩ ଜିଲ୍ଲାକୁ କାଳବୈଶାଖୀ

ଭୁବନେଶ୍ବର()  ୧୩ ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ମଧ୍ୟ ରହିଛି ।

ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଏବଂ ମାଲକାନଗିରି ।