Odia News Portal

୧୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର()   ୧୧ଟି ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । ୧୧ଟି ଜିଲ୍ଲା ହେଲା କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ ଏବଂ ଯାଜପୁର । ଏହି ସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।