Odia News Portal

୧୦ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର() ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସହ ଘଡଘଡିର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ କରିଛି । ଏହି ଜିଲ୍ଲାଗୁଡ଼ିକ ହେଲା ଢେଙ୍କାନାଳ, ଯାଜପୁର, କେନ୍ଦୁଝର, କନ୍ଧମାଳ ପୁରୀ, ଗଞ୍ଜାମ, ନୟାଗଡ଼, କଟକ, ଖୋର୍ଦ୍ଧା ଓ ମାଲକାନଗିରି।