ଭୁବନେଶ୍ବର() ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ଼ ସମ୍ବଲପୁର ଏବଂ ମୟୂରଭଞ୍ଜ ।
Recover your password.
A password will be e-mailed to you.