Odia News Portal

୭ ଜିଲ୍ଲାରେ ବର୍ଷା ସହ ଘଡଘଡି ସମ୍ଭାବନା

ଭୁବନେଶ୍ୱର() ୭ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା ରହିଛି । ଏନେଇ ସତର୍କ ସୂଚନା ଜାରି କରିଛନ୍ତି ଆଂଚଳିକ ପାଣିପାଗ କେନ୍ଦ୍ର । ଏହି ୭ ଜିଲ୍ଲା ଗୁଡିକ ହେଲା ପୁରୀ, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, ଖୋର୍ଦ୍ଧା, ନୟାଗଡ ।