Odia News Portal

ସ୍ନାନଯାତ୍ରାରେ ଲାଗୁ ହେବ ୧୪୪ଧାରା

ପୁରୀ() ପୁରୀ ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ଲାଗୁ ହେବ ୧୪୪ଧାରା । ୪ତାରିଖ ରାତି ୧୦ଟାରୁ ୬ ତାରିଖ ଦିନ ୨ଟା ଯାଏଁ ୧୪୪ଧାରା ଲାଗୁ ହେବ । ମାର୍କେଟ ଛକଠାରୁ କାକୁଡ଼ି ଖାଇ ଛକ ଯାଏଁ ଲାଗୁ ହେବ । ଏହାସହ ଶ୍ରୀମନ୍ଦିର ଚାରିପାଖରେ ମଧ୍ୟ ଲାଗୁ ହେବ ୧୪୪ଧାରା । ସ୍ନାନଯାତ୍ରା ପାଇଁ ବସିଥିବା ନୀତି ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ଏନେଇ ସୂଚନା ଦେଇଛନ୍ତି ।