Odia News Portal

ସାବିତ୍ରୀ ରଥ ହାଇକୋର୍ଟ ବିଚାରପତି

ଭୁବନେଶ୍ୱର()  ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି । ସାବିତ୍ରୀଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । କେନ୍ଦ୍ର ଆଇନ ଓ ନ୍ୟାୟ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି । ସେ ଜୁନ ୧୧ରେ ବିଚାରପତି ଭାବେ ଶପଥ ନେଇ ପାରନ୍ତି ।