Odia News Portal

ଉପକୂଳ ଅଂଚଳରେ ବର୍ଷ। ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଶେଷ କରି ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।ଗତକାଲି ମଧ୍ୟ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହୋଇଥିବା ସୂଚନା ମିଳିଛି।