Latest ରାଜଧାନୀରେ ୧୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୂତୟନ swadhikarnews Apr 17, 2021 0 *ପ୍ରେସମିଟ୍ କରି ଏଭଳି କହିଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ | *ଭୁବନେଶ୍ଵରରେ ପ୍ରାୟ ୨୫ଟି ଜାଗାରେ ଚେକ୍ ପଏଣ୍ଟ କରାଯାଇଛି | *୩୫ଟି ପିସିଆର ଏବଂ ୧୫ଟି ମନିଟରିଂ ପିସିଆର ସହରରେ ପାଟ୍ରୋଲିଂ କରିବେ |