ବିକାଶ ଲାଗି ଅହିଂସା ମାର୍ଗକୁ ଆପଣାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ଭୁବନେଶ୍ୱର () ଅହିଂସା ବିଶ୍ୱକୁ ଭାରତର ସବୁଠାରୁ ଶକ୍ତିଶାଳୀ ବାର୍ତ୍ତା । ଅହିଂସା ହିଁ ଆମ ସ୍ୱାଧିନତା ସଂଗ୍ରାମକୁ ବିଶ୍ୱର ସବୁ ସଂଗ୍ରାମ ଠାରୁ ନିଆରା କରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।
ଆଜି ରାଷ୍ଟ୍ରପତି ଭବନରେ ଗାନ୍ଧିଜୀଙ୍କ ୧୫୦ ତମ ଜୟନ୍ତୀ ପାଳନ ନିମେନ୍ତ…
