Odia News Portal
Browsing Tag

+ 2-exam

ଏ ବର୍ଷ ବି +୨ରେ ୭୦% ସିଲାବସ୍

ଭୁବନେଶ୍ୱର: ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ +୨ରେ ସିଲାବସ୍ ହ୍ରାସ କରାଯିବ । ଗତବର୍ଷ ଭଳି ଏ ବର୍ଷ ମଧ୍ୟ ୩୦% ସିଲାବସ ହ୍ରାସ କରାଯିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାଉନସିଲ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ମହାମାରୀ ଭଳି ସ୍ଥିତି ବଳବତ୍ତର ରହିଲେ ମୂଲ୍ୟାୟନ ପାଇଁ ବ୍ୟବସ୍ଥା…

ଆସନ୍ତା ୧୪ରୁ ୧୬ ମଧ୍ୟରେ ଯୁକ୍ତ ୨ ନାମଲେଖା ପ୍ରକ୍ରିୟା

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୧୪ରୁ ୧୬ ଭିତରେ ଯୁକ୍ତ ଦୁଇ ନାମ ଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଗତବର୍ଷ ଅଗଷ୍ଟ ୨୧ ରେ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଚଳିତ ବର୍ଷ ଏହାର ସପ୍ତାହ ପୂର୍ବରୁ ଆରମ୍ଭ ହେବ। ଏହି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ…

୩୧ରେ ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର: ଆଉ ମାତ୍ର ୨ଦିନ ପରେ ପ୍ରକାଶ ପାଇବ +୨ ରେଜଲ୍ଟ । ଜୁଲାଇ ୩୧ରେ ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ । କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ଆବଶ୍ୟକୀୟ କାଗଜପତ୍ର ଯାଞ୍ଚ କରିବାରେ ଅଧିକ ସମୟର ଆବଶ୍ୟକତା ଦୃଷ୍ଟିରୁ ଏହାର ଫଳ ପ୍ରକାଶନ ପାଇଁ ତ୍ୱରିତ ପଦ କ୍ଷେପ ଗ୍ରହ ଣ…

ଜୁଲାଇ ୩୧ ସୁଦ୍ଧା ବାହାରିବ ଯୁକ୍ତ ୨ ସିବିଏସଇ ଫଳାଫଳ

ନୂଆଦିଲ୍ଲୀ: ଚଳିତବର୍ଷ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ସିବିଏସଇ ଦ୍ୱାଦଶ ବୋର୍ଡ ପରୀକ୍ଷା ବାତିଲ କରିଥିଲେ । ମୂଲ୍ୟାୟନକୁ ନେଇ ଅନିଶ୍ଚିତତା ଲାଗି ରହିଥିଲା । ଏଥିପାଇଁ ସିବିଏସଇ ଏକ ୧୩ ଜଣିଆ କମିଟି ଗଠନ କରିଥିଲା । କମିଟିର ସୁପାରିଶ ଆଧାରରେ ମୂଲ୍ୟାୟନ ମାନଦଣ୍ଡ ନିର୍ଦ୍ଧାରଣ…

ଯୁକ୍ତ ୨ ମୂଲ୍ୟାୟନ ଲାଗି ଆଜି ବସିବ ଶେଷ ବୈଠକ

ଭୁବନେଶ୍ୱର: ଯୁକ୍ତ ୨ ମୂଲ୍ୟାୟନ ଲାଗି ଆଜି ବସିବ ଅନ୍ତିମ ବୈଠକ । ପୂର୍ବରୁ ବୈଠକ ବସିଥିଲେ ସୁଦ୍ଧା କୌଣସି ନିଷ୍କର୍ସ ବାହାରି ପାରିନାହିଁ । ତେବେ ମୂଲ୍ୟାୟନ ଲାଗି ୧୪ ଜଣିଆଁ ଟିମ୍ ଗଠନ ହୋଇଛି । ବୈଠକରେ ମୂଲ୍ୟାୟନ ସମ୍ବନ୍ଧରେ ଚୁଡାନ୍ତ ନିଷ୍ପତ୍ତି ନିଆଯିବ। ଏହାପରେ ବନ୍ଦ ଲଫାପାରେ…

ଯୁକ୍ତ ୨ ନାମ ଲେଖା ଲାଗି ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ୱର: ଯୁକ୍ତ ୨ ନାମ ଲେଖା ଲାଗି ଆରମ୍ଭ ହେଲାଣି ପ୍ରସ୍ତୂତି । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ଯୁକ୍ତ ଦୁଇ ନାମଲେଖା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଚଳିତ ମାସ ନାମଲେଖା ପ୍ରକ୍ରିୟା ପାଇଁ ଷ୍ଟିୟରିଂ କମିଟି ଗଠନ କରାଯିବ। ମୁଖ୍ୟତଃ ଏହି କିମିଟି ଗତବର୍ଷ ନାମଲେଖା…

ଯୁକ୍ତ ୨ ପରୀକ୍ଷା ବାତିଲ ପରେ ପ୍ରତିକ୍ରିୟା ରଖିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: କରୋନା ଭୟାବହତାକୁ ନେଇ ଗତକାଲି ଯୁକ୍ତ ୨ ପରୀକ୍ଷାକୁ ବାତିଲ କରିଛନ୍ତି ରାଜ୍ୟ ସରକାର । ତେବେ ପରୀକ୍ଷା ବାତିଲ ହେବା ପରେ ପ୍ରତିକ୍ରିୟା ରଖିଛନ୍ତ୍ରି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ୧୫ ଦିନ ମଧ୍ୟରେ ବିଶେଷଜ୍ଞ କମିଟି ଗଠନ କରାଯିବ । ମୁଖ୍ୟମନ୍ତ୍ରୀଙ୍କ…

ଯୁକ୍ତ ୨ ପରୀକ୍ଷା ବାଲିଲ୍ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଯୁକ୍ତ ୨ ପରୀକ୍ଷା ବାତିଲ କଲେ ରାଜ୍ୟ ସରକାର । ଶୁକ୍ରବାର ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କରୋନାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନିଆଯାଇଥିବା କୁହାଯାଇଛି । କରୋନାର ଦ୍ୱିତୀୟ ଲହର ଭୟଙ୍କର ସ୍ଥିତି ସୃଷ୍ଟି କରିଥିବା ବେଳେ ପ୍ରତିଟି ଜୀବନର ସୁରକ୍ଷା ଏବେ ରାଜ୍ୟ…

ପରୀକ୍ଷା ବାତିଲ ଦାବି ଆନ୍ଦୋଳନରେ +୨ ଛାତ୍ରଛାତ୍ରୀ

ଭୁବନେଶ୍ବର: ପରୀକ୍ଷା ନେଇ ଚିନ୍ତାରେ ଅଛନ୍ତି ଛାତ୍ରଛାତ୍ରୀ । ପରୀକ୍ଷା ଦେବେ ନା ନାହିଁ ଦ୍ୱନ୍ଦ୍ୱରେ ଅଛନ୍ତି । ଦଶମ ଶ୍ରେଣୀ ପରୀକ୍ଷା ବାତିଲ୍ ହେବା ପରେ ଏବେ +୨ ପରୀକ୍ଷା ଉପରେ ସମସ୍ତଙ୍କ ନଜର । ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ଆନେ୍ଦାଳନକୁ ଓହ୍ଲାଇବା ପରେ ବଡ ନିଷ୍ପତି ନେଇଥିଲେ…

ଏଣିକି +୨ ଦ୍ୱିତୀୟ ବର୍ଷରେ ପଢିବା ପାଇଁ ପାସ କରିବାକୁ ପଡିବ ପ୍ରଥମ ବର୍ଷ

ଭୁବନେଶ୍ୱର() ଏଣିକି +୨ ପିଲାଙ୍କୁ ଦ୍ୱିତୀୟ ବର୍ଷରେ ପଢିବା ପାଇଁ ପାସ କରିବାକୁ ପଡିବ ପ୍ରଥମ ବର୍ଷର ପରୀକ୍ଷା । ଏଣିକି +୨ ପ୍ରଥମ ବର୍ଷର ପିଲାଙ୍କୁ ଦେବାକୁ ପଡିବ ପରୀକ୍ଷା । ପ୍ରଥମ ବର୍ଷର ପରୀକ୍ଷାରେ ୩୩% ପ୍ରତିଶତ ନଂମ୍ୱର ନ ରଖିଲେ ଦ୍ୱିତୀୟ ବର୍ଷକୁ ଉନ୍ନୀତ ହୋଇପାରିବେ ନାହିଁ ପ୍ରଥମ…