୫ ପର୍ୟ୍ୟନ୍ତ ଚିଦାମ୍ବରମଙ୍କ ରିମାଣ୍ଡ ଅବଧି ବୃଦ୍ଧି
ନୂଆଦିଲ୍ଲୀ() ବଢିଲା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମଙ୍କ ରିମାଣ୍ଡର ଅବଧି । ମଙ୍ଗଳବାର ଆଇଏନ୍ଏକ୍ସ ମିଡିଆ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଆସନ୍ତା ୫ ତାରିଖ ଅର୍ଥାତ୍ ଗୁରୁବାର ପର୍ୟ୍ୟନ୍ତ ଚିଦାମ୍ବରମଙ୍କ ରିମାଣ୍ଡ ଅବଧିକୁ ବୃଦ୍ଧି କରିଛନ୍ତି।
ଆଇଏନଏକ୍ସ ମିଡିଆ…
