ରଜ ପରେ +୨ ରେଜଲ୍ଟ
ଭୁବନେଶ୍ବର() ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ରଜ ପରେ ପ୍ରକାଶ ପାଇବ। ୧୭ ଓ ୧୮ ତାରିଖ ବେଳକୁ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଆଜି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ଗତ ସପ୍ତାହରେ ଖାତା ଦେଖା ଶେଷ ହୋଇଥିଲା । ଗତ ୩ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଫଳ…