ସୁରତ ଅଗ୍ନିକାଣ୍ଡରେ ମୃତକଙ୍କ ସଂଖ୍ୟା ୨୦କୁ ବୃଦ୍ଧି
ସୁରତ() ସୁରତ କୋଚିଂ ସେଣ୍ଟର ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ । ସୁରକ୍ଷାକୁ ଦୃଷ୍ଟିରେ ରିପୋର୍ଟ ଆସିବା ପର୍ୟ୍ୟନ୍ତ ସୁରତ ଓ ଅହମଦାବାଦର ସମସ୍ତ କୋଚିଂ ସେଣ୍ଟରକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିଦିଆଯାଇଛି। ଗତକାଲି ଅପରାହ୍ନ ପ୍ରାୟ ୫ଟା ବେଳେ…