ବଜେଟ ଅଧିବେଶନ ୨୦୨୨: ୩.୮ କୋଟି ପରିବାରକୁ ଯୋଗାଇ ଦିଆଯିବ ବିଶୁଦ୍ଧ ପାନୀୟ ଜଳ
୩.୮ କୋଟି ପରିବାରକୁ ୨୦୨୨-୨୩ ମଧ୍ୟରେ ଯୋଗାଇ ଦିଆଯିବ ବିଶୁଦ୍ଧ ପାନୀୟ ଜଳ । ସହର କ୍ଷେତ୍ରରେ ମଧ୍ୟମ ଓ ସ୍ୱଳ୍ପ ଆୟବର୍ଗର ଲୋକଙ୍କୁ ସୁଲଭ ମୂଲ୍ୟରେ ଘର ଯୋଗାଇ ଦେବାକୁ କେନ୍ଦ୍ର ସରକାର କାର୍ୟ୍ୟ କରିବେ ।
କୋଭିଡ ସମୟରେ ସ୍କୁଲଗୁଡ଼ିକ ବନ୍ଦ ଥିବାରୁ ଶିକ୍ଷା ବିଶେଷ ଭାବେ ପ୍ରଭାବିତ ହୋଇଛି।!-->…