ଆଜିଠୁ ଆରମ୍ଭ ଯୁକ୍ତ ୩ ଆଡମିଶନ ପାଇଁ ନାମଲେଖା ପ୍ରକ୍ରିୟା
					ଭୁବନେଶ୍ୱର:  ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ୩ ଆଡମିଶନ ପାଇଁ ନାମଲେଖା ପ୍ରକ୍ରିୟା । ଛାତ୍ରଛାତ୍ରୀମାନେ www.samsodisha.gov.inରେ ସିଏଏଫ୍ ଫର୍ମ ପୂରଣ କରିବେ । ସେପ୍ଟେମ୍ବର ୪ ତାରିଖ ଯାଏଁ କରିହେବ ଆବେଦନ। ସେପ୍ଟେମ୍ବର ୯ ତାରିଖରେ ପ୍ରଥମ ମେରିଟ ଲିଷ୍ଟ ପ୍ରକାଶ ପାଇବ । ୧୪ ତାରିଖ!-->…				
						
						
			