ଧରାପଡିଲେ ଜାମତାରା ଗ୍ରୁପର ସଦସ୍ୟ
ଝାଡ଼ଖଣ୍ଡର ଜାମତାରା ଗ୍ୟାଙ୍ଗର ପର୍ଦାଫାଶ କରିଛି କ୍ରାଇମ ବ୍ରାଞ୍ଚ। ଓଡ଼ିଶା କ୍ରାଇମବ୍ରାଞ୍ଚର ସାଇବର ଟିମ୍ ହାତରେ ଜାମତାରା ଗ୍ୟାଙ୍ଗର ୩ ଜଣ ସଦସ୍ୟ ଧରାପଡ଼ିଛନ୍ତି। କ୍ରାଇମବ୍ରାଞ୍ଚ ଏହି ୩ଜଣଙ୍କୁ ରାଜଧାନୀରୁ ଗିରଫ କରିଥିବାର ସୂଚନା ମିଳିଛି। ଭୁବନେଶ୍ୱରରେ ହବ୍ କରି ଜାମତାରା ଗ୍ୟାଙ୍ଗ!-->…
