୩୦ ବିଦେଶୀ ପକ୍ଷୀଙ୍କୁ ମାରିଦେଲେ
ବନ ବିଭାଗର କଟକଣା ସତ୍ତ୍ୱେ ଚିଲିକାରେ ଜାରି ରହିଛି ଅବାଧ ପକ୍ଷୀ ଶିକାର। ଯାହାର ପ୍ରମାଣ ଆଜି ଦେଖିବାକୁ ମିଳିଛି। ଆଜି ସକାଳେ ଚିଲିକା କୂଳର ବାଲିପାଟପୁର ଓ ଅଭିମାନପୁର ଅଞ୍ଚଳରୁ ଶିକାର ହୋଇଥିବା ୩୦ଟି ବିଦେଶାଗତ ପକ୍ଷୀର ମୃତଦେହ ଉଦ୍ଧାର କରାଯାଇଛି।
ଶିକାରରେ ସମ୍ପୃକ୍ତ ଥିବା ଅଭିଯୋଗରେ…