Odia News Portal
Browsing Tag

5T Secretary VK Pandian

ଝଲସିଲା ପୁରୀ-ଭୁବନେଶ୍ୱର ବାଇପାସ୍‌

ଭୁବନେଶ୍ୱର: ପୁରୀ-ଭୁବନେଶ୍ୱର ବାଇପାସ୍‌ର ହେଲା ଆଲୋକୀକରଣ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଜି ସଂଧ୍ୟାରେ ଭୁବନେଶ୍ୱରର ଟଙ୍କପାଣି ରୋଡସ୍ଥିତ ସାଇମନ୍ଦିର ଛକ ଠାରେ କଟକ-ପୁରୀ ବାଇପାସ୍‌ ରୋଡରେ ଏଲ୍‌ଇଡି ଷ୍ଟ୍ରିଟଲାଇଟ ଆଲୋକୀକରଣ ବ୍ୟବସ୍ଥାକୁ ଲୋକାର୍ପିତ କରିଛନ୍ତି । ଏହି…

ହରିଶଙ୍କର-ନୃସିଂହନାଥ ରୋପ୍‌ ଓ୍ୱେ

ବଲାଙ୍ଗିର: ବଦଳିବ ହରିଶଙ୍କର ଓ ନୃସିଂହନାଥ ମନ୍ଦିର ପର୍ଯ୍ୟଟନସ୍ଥଳିର ରୂପରେଖ । ପର୍ଯ୍ୟଟକଙ୍କ ପାଇଁ କରାଯିବ ସମସ୍ତ ପ୍ରକାରର ସୁବିଧା । ଏବେ ସରକାରଙ୍କ ଫୋକସରେ ରହିଛି ପଶ୍ଚିମ ଓଡ଼ିଶା । ଆଜି ବରଗଡ଼ ଓ ବଲାଙ୍ଗୀର ଗସ୍ତରେ ଯାଇଥିଲେ 5T ସଚିବ । ତେବେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର…

ନୃସିଂହନାଥ ମନ୍ଦିରର ବିକାଶ ସମୀକ୍ଷା

ବରଗଡ଼: ବରଗଡ଼ ଓ ବଲାଙ୍ଗୀର ଗସ୍ତରେ 5t ସଚିବ ଭିକେ ପାଣ୍ଡିଆନ୍ | ଆଜି ବରଗଡ଼ ଜିଲ୍ଲା ଗସ୍ତ କରିବେ 5t ସଚିବ | ଫୋକସ୍‌ରେ ଅଛି ପଶ୍ଚିମ ଓଡ଼ିଶା । ପାଇକମାଲରେ ନୃସିଂହନାଥ ମନ୍ଦିର ପରିଦର୍ଶନ ସହ ଉନ୍ନତି କାର୍ଯ୍ୟର ସମୀକ୍ଷା କରୁଛନ୍ତି । ବରଗଡ ସତିଭଟା ଏୟାରଷ୍ଟ୍ରିପରେ ପହଞ୍ଚିବା…

ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ମୁଖ୍ୟମନ୍ତ୍ରୀ

କଟକ: ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତୀ । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ଅବସରରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏତିହ୍ୟ ନଗରୀ କଟକରେ ଥିବା ନେତାଜୀଙ୍କ ଜନ୍ମସ୍ଥାନରେ ପହଁଚି ମୁଖ୍ୟମନ୍ତ୍ରୀ ଜାନକୀ ଭବନରେ ଥିବା…

ଆନ୍ତର୍ଜାତୀୟ ମାନର ହେବ କୋଣାର୍କ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏ ଦିଗରେ କାମ ଚାଲିଛି। ଏହି କାର୍ଯ୍ୟକ୍ରମର ଅଂଶ ଭାବରେ କୋଣାର୍କ ଐତିହ୍ୟ ଅଞ୍ଚଳ ବିକାଶର ଚିଠା ଯୋଜନା ପ୍ରସ୍ତୁତ ହୋଇଛି। କୋଣାର୍କକୁ ପ୍ରତିଦିନ ବିଶ୍ୱର ବିଭିନ୍ନ…

ପ୍ରକଳ୍ପ ସ୍ଥାନ ପରିଦର୍ଶନ କଲେ 5T ସଚିବ

ରାଉରକେଲା: ଆଜି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T ) ଭି.କେ-ପାଣ୍ଡିଆନ ଏବଂ କ୍ରୀଡା ଓ ଯୁବ ସେବା ବିଭାଗର ସ୍ୱତନ୍ତ୍ର ସଚିବ ଆରୁ ଭିନିଲ କ୍ରିଷ୍ଣା ରାଉରକେଲା ଯାଇ ବିପିୟୁଟି ପରିସରରେ ନିର୍ମିତ ହେବାକୁ ଥିବା ପ୍ରସ୍ତାବିତ ଅନ୍ତର୍ଜାତୀୟ ହକି ଷ୍ଟାଡିୟମ…

ସରକାରଙ୍କ ଫୋକସରେ ପଶ୍ଚିମ ଓଡ଼ିଶା

ସମ୍ବଲପୁର: ସମ୍ବଲପୁର ଓ ରାଉରକେଲା ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଫାଇଭ ଟି ସଚିବ ଭି.କେ. ପାଣ୍ଡିଆନ୍। ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିର ପରେ ସମଲେଶ୍ୱରୀ ପୀଠର ବିକାଶ ଉପରେ ରହିଛି ରାଜ୍ୟ ସରକାରଙ୍କ ଫୋକସ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏକ…