ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ୫-ଟି ସଚିବଙ୍କ ବାର୍ତ୍ତା
ଭାରତର ସଶକ୍ତ ଜିଲାପାଳ (କଲେକ୍ଟର) ଅନୁଷ୍ଠାନ ଭଳି ସମଗ୍ର ବିଶ୍ୱରେ ବହୁତ କମ୍ ଅନୁଷ୍ଠାନ ଅଛି । ସହାୟତା ଆବଶ୍ୟକ କରୁଥିବା ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଏହି ସମୟ ଅପେକ୍ଷା ଉତ୍କୃଷ୍ଟ ସମୟ ହୋଇ ନପାରେ । ନିଜର ଏହି ଶକ୍ତିକୁ ଅସହାୟ ଲୋକଙ୍କୁ ସାହାଯ୍ୟ କରିବାରେ ବ୍ୟବହାର କରନ୍ତୁ ।…