ନିଲମ୍ବିତ ହେଲେ ୭ ସାଂସଦ
ନୂଆଦିଲ୍ଲୀ() ଚଳିତ ଲୋକସଭାର ବେଜଟ୍ ଅଧିବେଶନରୁ ନିଲମ୍ବିତ ହୋଇଛନ୍ତି କଂଗ୍ରେସ ସାଂସଦ । ନିଲମ୍ବିତ କରିଛନ୍ତି ବାଚସ୍ପତି ଓମ ବିର୍ଲା । ନିଲମ୍ବିତ ୭ ସାଂସଦ ହେଉଛନ୍ତି- ଗୌରବ ଗୋଗୋଇ, ଗୁରଜିତ ସିଂ, ଟିନ୍ ପ୍ରାଥପନ୍, ଡିନ୍ କୁରିଅକୋଶ, ଆର ଅନ୍ନିତାନ୍, ମାଣିକମ୍ ଟାଗୋର, ବେନି ବେହାନନ୍ ।…
