ଶେଷ ପର୍ୟ୍ୟାୟ ଭୋଟିଂ ଜାରି
ସପ୍ତମ ତଥା ଅନ୍ତିମ ପର୍ୟ୍ୟାୟରେ ୭ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୫୯ ଆସନ ପାଇଁ ଭୋଟ ଗ୍ରହଣ ହେଉଛି । ୯୧୨ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରୁଛନ୍ତି ଭୋଟର । ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଏବଂ ଅନେକ ହେଭିୱେଟ୍ ନେତାଙ୍କ ଭାଗ୍ୟ ନିର୍ଣ୍ଣୟ କରୁଛନ୍ତି…