Odia News Portal
Browsing Tag

abhisek mohapatra

ଫେଲ ମାରିଲା ଇକମୋ ଚିକିତ୍ସା, ଚାଲିଗଲା ଅଭିଶେକଙ୍କ ଜୀବନ

ଭୁବନେଶ୍ୱର: ବଞ୍ଚି ପାରିଲାନି ଜୀବନ । ଦୀର୍ଘ ଦିନର ଚିକିତ୍ସା ପରେ ଜୀବନ ଯୁଦ୍ଧରେ ହାରିଗଲେ ଭଦ୍ରକର ଅଭିଷେକ ମହାପାତ୍ର । କରୋନାରେ ସଂକ୍ରମିତ ହୋଇ ଗୁରୁତର ହୋଇପଡିବା ପରେ କୋଲକତାରେ ଚାଲିଥିଲା ତାଙ୍କର ଇକମୋ ଚିକିତ୍ସା। ହେଲେ ଦୁଃଖର ବିଷୟ ଗତକାଲି ରାତି ପ୍ରାୟ ୧୦ଟା୪୫ ମିନିଟରେ…

ଆଜି ଏୟାରଲିଫ୍ଟ ହେବେ ଅଭିଶେକ

ଭୁବନେଶ୍ୱର: ଆଜି ଏୟାରଲିଫ୍ଟ୍ ହେବେ ଭଦ୍ରକ ବାସୁଦେବପୁର ଅଞ୍ଚଳର ଯୁବକ ଅଭିଶେକ ମହାପାତ୍ର । କିଛି ସମୟ ମଧ୍ୟରେ ତାଙ୍କୁ ବିମାନ ବନ୍ଦର ନିଆଯିବ । ବିମାନ ବନ୍ଦରରେ ଏକ ଏୟାର ଆମ୍ବୁଲାନ୍ସ ଆସି ପହଞ୍ଚିଥିବା ସୂଚନା ମିଳିଛି । ସେ ଏବେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ…