Odia News Portal
Browsing Tag

adharapana-niti

ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି

ପୁରୀ()  ଆଜି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ଅଧରପଣା ନୀତି । ରଥ ଉପରେ ଶ୍ରୀଜିଉଙ୍କ ଅଧର ଉଚ୍ଚର ୩ଟି ଲେଖାଏ ହାଣ୍ଡିରେ ଅଧରପଣା ଭୋଗ ହେବ । ଏହି ପଣା ଭୋଗର ଏକ ସ୍ୱତନ୍ତ୍ରତା ରହିଛି । ସିଂହଦ୍ବାର ସମ୍ମୁଖ ଛାଉଣୀ ମଠ କୂଅରୁ ପାଣିଆ ଆପଟ ସେବକମାନେ ମୁହଁରେ ତୁଣ୍ଡି ବାନ୍ଧି ପାଣି ଆଣିବେ। ପାଣି…