Odia News Portal
Browsing Tag

adharpana

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି

ପୁରୀ: ଆଜି ରଥ ଉପରେ ତିନି ଠାକୁରଙ୍କ ଅଧରପଣା ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଶ୍ରୀବିଗ୍ରହମାନଙ୍କ ଅଧର ଉଚ୍ଚାର ଅଧର ହାଣ୍ଡି ପ୍ରସ୍ତୁତ କରି ରଖାଯାଇଛି । ସେହି ହାଣ୍ଡିରେ ଅଧରପଣା ପ୍ରସ୍ତୁତ ହୋଇ ତିନି ରଥରେ ୯ଟି ମାଟିପାତ୍ର ସଜ ବସିବ। ସିଂହଦ୍ବାର ସମ୍ମୁଖ ଛାଉଣୀ ମଠ କୂଅରୁ ପାଣିଆ ଆପଟ…