ବିଧାୟକ ଆଦିତ୍ୟ ମାଢୀଙ୍କୁ କରୋନା
ଭୁବନେଶ୍ୱର() ପୁଣି ଜଣେ ରାଜନେତା କରୋନାରେ ଆକ୍ରାନ୍ତ ହୋଇଛନ୍ତି । ମାଲକାନଗିରି ବିଧାୟକ ଆଦିତ୍ୟ ମାଢୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେ କରୋନା ପଜିଟିଭ ଚିହ୍ନଟ ପରେ ତାଙ୍କୁ ଏମସରେ ଭର୍ତ୍ତି କରାଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୨୯୨୦ଜଣ କରୋନା…