Odia News Portal
Browsing Tag

adress

ନଭେମ୍ବର ଯାଏଁ ମାଗଣା ରାସନ ଦେବେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ମହାମାରୀ ସମୟରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା । ଆଜି ଦେଶବାସୀଙ୍କୁ ସମ୍ବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ କହିଛନ୍ତି କି ଆସନ୍ତା ନଭେମ୍ବର ଯାଏଁ ମାଗଣା ରାସନ ଦିଆଯିବ । ଦେଶର ୮୦ କୋଟି ରାସନ ଉପଭୋକ୍ତା ଏଥିରେ ଉପକୃତ ହେବେ ।…

୧୮ ବର୍ଷରୁ ଅଧିକ ବୟସ୍କଙ୍କୁ ମାଗଣା ଟିକା: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ । ସମସ୍ତ ଦେଶବାସୀଙ୍କ ମାଗଣାରେ କରୋନା ଟିକା ଦେବାକୁ ମୋଦୀ ଆଜି ଘୋଷଣା କରିଛନ୍ତି । ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ମାଗଣାରେ ଟିକା ଯୋଗାଇଦେବା ସହ ଜୁନ ୨୧ ତାରିଖ ସୋମବାରଠାରୁ ସମସ୍ତଙ୍କୁ ଏହି ଟିକା ଦିଆଯିବ ବୋଲି ମୋଦୀ…

ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି ପ୍ରଧାନମନ୍ତ୍ରୀ, ପଢ଼ନ୍ତୁ କଣ ସବୁ କହିଛନ୍ତି ମୋଦି

ନୂଆଦିଲ୍ଲୀ: ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଗତ ଶହେ ବର୍ଷ ମଧ୍ୟରେ ଏହା ସବୁଠାରୁ ବଡ଼ ମହାମାରୀ । ପୂର୍ବରୁ ମେଡିକାଲରେ କେବେ ଏଭଳି ଅକ୍ସିଜେନର ଆବଶ୍ୟକତା ପଡିନଥିଲା । ଏଭଳି ମହାମାରୀ କେବେ ବିଶ୍ୱ ଦେଖି ନଥିଲା । ସାରା ଦେଶବାସୀ ଏହି ମହାମାରୀ…

ଆଜି ସଦ୍ଧ୍ୟା ୫ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ନିଜ ଟ୍ୱିଟର ଆକାଉଣ୍ଟରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ । ତେବେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ କହ କହିବେ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ମୋଦୀ ଶେଷ ଥର…