୭୦ ହଜାର ଚାଷୀଙ୍କୁ କୃଷି ଯନ୍ତ୍ରପାତି ସୁବିଧା
ଭୁବନେଶ୍ବର () : ବିଶ୍ବରେ ଘଟୁଥିବା ପରିବର୍ତ୍ତନ ଓ ବଜାରର ଆବଶ୍ୟକତା ଉପଲବ୍ଧ କରି କେଉଁ କୃଷି କାର୍ଯ୍ୟ କଲେ ଅଧିକ ଉପଯୁକ୍ତ ହେବ ସେ ବିଷୟରେ କୃଷକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯିବାର ଆବଶ୍ୟକତା ରହିଛି । ଆଧୁନିକ ଜ୍ଞାନକୌଶଳ ପ୍ରୟୋଗ ଓ ଦୀର୍ଘ ମିଆଦି ଯୋଜନା ମାଧ୍ୟମରେ ବଜାରର…
