Odia News Portal
Browsing Tag

airport

ଏୟାରପୋର୍ଟ ଅଭିମୁଖେ ଅଭିଶେକ

ଭୁବନେଶ୍ୱର: ଏୟାରପୋର୍ଟ ଅଭିମୁଖେ ବାହାରିଛନ୍ତି ବାସୁଦେବପୁର ଅଞ୍ଚଳର ଯୁବକ ଅଭିଶେକ ମହାପାତ୍ର । ଆଜି ଏୟାର ଆମ୍ବୁଲାନ୍ସରେ କୋଲକାତା ନିଆଯିବ ଅଭିଶେକଙ୍କୁ । ଭୁବନେଶ୍ୱର କଳିଙ୍ଗ ହସ୍ପିଟାଲରୁ ଗ୍ରୀନ କରିଡରରେ ତାଙ୍କୁ ଏୟାରପୋର୍ଟ ନିଆଯାଉଛି । କୋଭିଡ ଆକ୍ରାନ୍ତ ପରଠାରୁ ଗୁରୁତର ଅଛନ୍ତି…

୮୦ ବିମାନ ବାତିଲ

 ଦେଶ ଆଜିଠାରୁ ଘରୋଇ ବିମାନ ଉଡାଣ ଆରମ୍ଭ ହୋଇଛି । କିନ୍ତୁ କିଛି ଯାତ୍ରୀଙ୍କୁ ପ୍ରଥମ ଦିନରେ ହିଁ ନିରାଶ ହେବାକୁ ପଡିଛି । ମଧ୍ୟରାତ୍ରିରେ ବହୁ ଯାତ୍ରୀ ବିମାନବନ୍ଦରରେ ପହଞ୍ଚିଥିଲେ ବି ଶେଷ ସମୟରେ ଉଡାଣ ବାତିଲ ହୋଇଛି ବୋଲି ସେମାନଙ୍କୁ ସୂଚନା ମିଳିଛି । ଦିଲ୍ଲୀରୁ କୋଲକାତା,…

୨୫ ରୁ ଦେଶରେ ଘରୋଇ ବିମାନ ଉଡ଼ାଣ ଆରମ୍ଭ

ନୂଆଦିଲ୍ଲୀ()  କରୋନା ସତର୍କତା ନେଇ ଦେଶ ଓ ରାଜ୍ୟ ଲକ୍ ଡାଉନ ରହିଛି । ୧୭ମେ ରେ ଲକଡାଉନ ଅବଧି ଶେଷ ହେଉଥିଲା କିନ୍ତୁ ଦେଶରେ କରୋନା ସ୍ଥିତି ନେଇ କେନ୍ଦ୍ର ସରାକାର ଏହି ଲକଡାଉନ ଅବଧିକୁ ବୃଦ୍ଧି କରି ମେ ୩୧ଯାଏଁ କରିଛନ୍ତି । ଏନେଇ ସମସ୍ତ ଟ୍ରେନ ଚାଳାଚଳ ଓ ବିମାନ ଉଡ଼ାଣ ବନ୍ଦ ଥିଲା ।…

ଏୟାରପୋର୍ଟ ଛାତ ଭୁଶୁଡ଼ିବା ଘଟଣାରେ ୪ ଗିରଫ

ଭୁବନେଶ୍ୱର () ବିମାନବନ୍ଦର ପରିସରରେ ଏକ ନିର୍ମାଣାଧୀନ କୋଠାର ଛାତ ଭୁଶୁଡ଼ି ପଡ଼ିବା ଘଟଣାରେ ଠିକା ସଂସ୍ଥା ଦିଲୀପ କନଷ୍ଟ୍ରକସନ ମୁଖ୍ୟ ଦିଲୀପ ଖଟେଇଙ୍କ ସହ ୪ ଜଣ ଗିରଫ ହୋଇଛନ୍ତି। ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆର ଜଣେ ଏଜିଏମ୍ ଗିରଫ ହୋଇଛନ୍ତି। ସେହିପରି ନିର୍ମାଣ କାମରେ ନିୟୋଜିତ ଦୁଇ…

ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ଟି ବିମାନବନ୍ଦର

ଭୁବନେଶ୍ୱର() ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ଟି ବିମାନବନ୍ଦର । ଏ ନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ସଚିବ ପ୍ରଦୀପ ସିଂହ ଖାରୋଲା ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀଙ୍କୁ ଭେଟି ଆଲୋଚନା କରିଛନ୍ତି। ଲୋକଙ୍କୁ ବିମାନସେବା ଯୋଗାଇବା ପାଇଁ କୋରାପୁଟର…