ଲୋକସଭାରୁ ଇସ୍ତଫା ଦେଲେ ଅଖିଳେଶ ଯାଦବ ଓ ଆଜମ ଖାନ
ସମାଜବାଦୀ ପାର୍ଟି ରାଷ୍ଟ୍ରୀୟ ସଭାପତି ଅଖିଳେଶ ଯାଦବ ଲୋକସଭାର ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଅଖିଳେଶଙ୍କ ସହ ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଆଜମ ଖାନ ଲୋକସଭାର ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି। ଉଭୟ ନେତା ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ଲଢ଼ିଥିଲେ। ଅଖିଳେଶ ଯାଦବ!-->…
