Odia News Portal
Browsing Tag

Ajinkya Rahane

ହିଟମ୍ୟାନ୍ ରୋହିତଙ୍କ ଦମଦାର ଶତକ

ଚେନ୍ନାଇ: ଟେଷ୍ଟ ମ୍ୟାଚରେ ରୋହିତ ଶର୍ମାଙ୍କ ଦମଦାର ଶତକ | ଭାରତ-ଇଂଲଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ରୋହିତ ଶର୍ମାଙ୍କ ଧୂଆଁଧାର ଶତକ ଅର୍ଜନ କରିଛନ୍ତି । ରୋହିତ ଓପନିଂରେ ଆସି ଦମଦାର୍ ବ୍ୟାଟିଂ କରିଥିଲେ । ୧୩୦ ବଲରୁ ଶତକ କରିଛନ୍ତି ହିଟମ୍ୟାନ୍ ରୋହିତ ଶର୍ମା ।…

ମେଲବର୍ଣ୍ଣରେ ରାହାଣେଙ୍କ ଦମଦାର ଶତକ

ମେଲବର୍ଣ୍ଣରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବକ୍ସିଂ ଡେ ଟେଷ୍ଚର ପ୍ରଥମ ଇନିଂସରେ ଅଧିନାୟକ ଆଜିଙ୍କ୍ୟ ରାହାଣେ ଆକର୍ଷଣୀୟ ଶତକ । ସେ ତାଙ୍କ ଟେଷ୍ଟ କ୍ୟାରିଅରରେ ୧୨ତମ ଶତକ ଲଗାଇଛନ୍ତି । ସେ ଆକର୍ଷଣୀୟ ବ୍ୟାଟିଂ କରି ଶତକ ଅର୍ଜନ କରିଥିଲେ । ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୧୯୫…