Odia News Portal
Browsing Tag

ajit mangaraj death

କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ

ଭୁବନେଶ୍ୱର: କରୋନାରେ ପୀଡ଼ିତ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ । କିଛି ଦିନ ତଳେ କୋଭିଡ ସଂକ୍ରମିତ ଚିହ୍ନଟ ହେବା ପରେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ହେଉଥିଲେ । କରୋନା କାରଣରୁ ନିଶ୍ୱାସ ପ୍ରଶ୍ୱାସରେ ସମସ୍ୟା ଅନୁଭବ କରୁଥିଲେ ଅଜିତ୍ | କୋଭିଡ…