ଅଖିଳେଶ ଯାଦବଙ୍କ ବାସଭବନ ବାହାରେ ପୋଲିସ ଗାଡ଼ିରେ ନିଆଁ ଲଗାଇ ଦେଲେ ପ୍ରତିବାଦକାରୀ
ଲକ୍ଷ୍ନୌ: ଆଜି ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ବାସଭବନ ବାହାରେ ପ୍ରତିବାଦକାରୀମାନେ ଗୋଟାଏ ପୋଲିସ ଗାଡ଼ିରେ ନିଆଁ ଲଗାଇ ଦେଇଛନ୍ତି। ଲକ୍ଷ୍ମୀପୁର ଖେରି ଯାତ୍ରାରେ ପୋଲିସ ବାଧା ଦେବାରୁ ନିଜ ବାସଭବନ ନିକଟରେ ଧାରଣା ଦେଇଥିବା ଅଖିଳେଶ ଯାଦବଙ୍କ ଧାରଣାସ୍ଥଳ ଠାରୁ!-->…