Odia News Portal
Browsing Tag

alampics

ଟୋକିଓ ଅଲମ୍ପିକ, ବିଜୟରୁ ଅଭିଯାନ ଆରମ୍ଭ କଲା ଭାରତୀୟ ପୁରୁଷ ହକି ଦଳ

ଟୋକିଓ: ଭାରତୀୟଙ୍କ ଲାଗି ଖୁସି ଖବର । ଟୋକିଓ ଅଲିମ୍ପିକ୍ସରେ ପୁରୁଷ ହକିରେ ଭାରତର ଦମଦାର ବିଜୟ। ବିଜୟରୁ ଭାରତର ଅଭିଯାନ ଆରମ୍ଭ ହୋଇଛି । ଅଲିମ୍ପିକ୍ସରେ ଭାରତର ପ୍ରଥମ ମୁକାବିଲାରେ ନ୍ୟୁଜିଲାଣ୍ଡକୁ ୩-୨ରେ ହରାଇଲା ଭାରତ । ଭାରତ ବିଜୟର ହିରୋ ରହିଥିଲେ ହରମନପ୍ରୀତ । ସେ ଦୁଇଟି ଗୋଲ…