Odia News Portal
Browsing Tag

aloe vera benefits

ଜାଣନ୍ତୁ ଘିଁକୁଆରୀର ଔଷଧୀୟ ଗୁଣ

ଘିଁକୁଆରୀ ଔଷଧୀୟ ଗୁଣରେ ଭରପୂର ହୋଇଥାଏ। ଘିଁକୁଆରୀର ଜେଲ୍ ଏବଂ ଏହାର ରସ ଆମ ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ଏହା ତ୍ବଚାରେ ଲଗାଇବା ଦ୍ବାରା ତ୍ବଚାରେ ଚମକ ଆସିଥାଏ। ଏହା ଆପଣଙ୍କ ପେଟ ପାଇଁ ମଧ୍ୟ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ଆସନ୍ତୁ ଜାଣିବା ଘିଁକୁଆରୀର କେତେକ ଔଷଧୀୟ ଗୁଣ…