Odia News Portal
Browsing Tag

Amit shah

ଶାହାଙ୍କ ବଡ଼ ଘୋଷଣା

ଶ୍ରୀନଗର: ଜମ୍ମୁ ଓ କଶ୍ମୀର ଗସ୍ତର ଦ୍ବିତୀୟ ଦିନରେ ଅନେକ ବଡ଼ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଜମ୍ମୁ-କଶ୍ମୀରର ବିକାଶ ହେବ ଓ ଏହି ରାଜ୍ୟ ଦେଶକୁ ଆଗକୁ ବଢାଇବାରେ ସହାୟକ ହେବ ବୋଲି ଶାହ କହିଛନ୍ତି। ଶିକ୍ଷା ଏବଂ ସୁରକ୍ଷା କ୍ଷେତ୍ରରେ ଜମ୍ମୁ-କଶ୍ମୀର ଏବେ ଅନ୍ୟ…

ଶହୀଦ ଯବାନଙ୍କ ପତ୍ନୀଙ୍କୁ ସରକାରୀ ଚାକିରି ଦେଲେ ଶାହା

ଜମ୍ମୁ : ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ୩ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଯାଇ ଶନିବାର ସେଠାରେ ପହଞ୍ଚିଛନ୍ତି । ଶ୍ରୀନଗରରେ ପହଞ୍ଚିବା ପରେ ଶାହା ସିଧା ଶହୀଦ ଇନସ୍‌ପେକ୍ଟର ପରବେଜ ଅହମ୍ମଦଙ୍କ ଘରେ ପହଞ୍ଚିଥିଲେ । ଏହି ସମୟରେ ଶାହା ଶହୀଦ ଇନସପେକ୍ଟର ପରବେଜ ଅହମ୍ମଦଙ୍କ ପତ୍ନୀ…

କାଶ୍ମୀର ଗସ୍ତରେ ଅମିତ ଶାହା

ଜମ୍ମୁକଶ୍ମୀର: ଜମ୍ମୁକଶ୍ମୀର ସ୍ଥିତି ଦିନକୁ ଦିନ ବିଗିଡିବାରେ ଲାଗିିଛି । ଆଜିଠାରୁ ତିନି ଦିନିଆ ଜମ୍ମୁ କଶ୍ମୀର ଗସ୍ତରେ ଯାଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଜମ୍ମୁକଶ୍ମୀର ଶ୍ରୀନଗରରେ ପହଁଚିଛନ୍ତି ଶାହ । ବିମାନ ବନ୍ଦରରେ ଉପରାଜ୍ୟପାଳ ମନୋଜ ସିହ୍ନା ତାଙ୍କୁ ସ୍ୱାଗତ…

ଓଡ଼ିଶାକୁ ସହାୟତା ଏବଂ ସହଯୋଗ ପାଇଁ ଅମିତ ଶାହାଙ୍କ ପ୍ରତିଶ୍ରୁତି

*କେନ୍ଦ୍ର ସରକାର ଏହି ବିପତି ସମୟରେ ଓଡ଼ିଶା ସାଙ୍ଗରେ ଅଛନ୍ତି । *ଓଡ଼ିଶାର ଭାଇ ଭଉଣୀ ଓ ଗୁରୁଜନମାନେ ପ୍ରଶାସନ ଦ୍ୱାରା ଜାରୀ କରାଯାଇଥିବା ସତର୍କତା ସୂଚନାକୁ ମାନିବାକୁ ପରାମର୍ଶ । * ‘ୟଶ୍’ ପ୍ରଭାବରେ କାହାର କିଛି କ୍ଷତି ନହେଉ, ଏହା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନ ।

ପଶ୍ଚିମବଙ୍ଗରେ ଗୃହମନ୍ତ୍ରୀ ଅମିତ ଶାହା ମେଦିନି ପୁରରେ ବିଶାଳ ରାଲି ଓ ଜନସଭା

ପଶ୍ଚିମବଙ୍ଗ ମେଦିନପୁରରେ ଚାଷୀ ସଭାକୁ ସମ୍ବୋଧିତ କରିଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହା ।ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଅଛନ୍ତି ଗୃହମନ୍ତ୍ରୀ । ମିଶନ ଦୁଇ ଶହ ପ୍ଲସ ନାରା ଦେଇ ବିଜେପି ପଶ୍ଚିମବଙ୍ଗ ଦଖଲ ଅଭିଯାନ ଆରମ୍ଭ କରିଛି । ଆଜି ଗୃହମନ୍ତ୍ରୀ ଅମିତ୍ ଶାହ ବିବେକାନନ୍ଦଙ୍କ ପୈତୃକ…

ବିଜୟ ଦିବସରେ ଭାରତ-ପାକ୍ ୧୯୭୧ ଯୁଦ୍ଧର ୫୦ତମ ବାର୍ଷିକୀ ପାଳନ କରୁଛି ଦେଶ

ଆଜି ହେଉଛି ବିଜୟ ଦିବସ । ଭାରତ-ପାକ୍ ୧୯୭୧ ଯୁଦ୍ଧର ୫୦ତମ ବାର୍ଷିକୀ ପାଳନ କରୁଛି ଦେଶ ।ଏହି ଦିନ ପାକିସ୍ତାନ ଉପରେ ବିଜୟ ହାସଲ କରିଥିଲା ଭାରତ ଓ ରଚିଥିଲା ସ୍ୱର୍ଣ୍ଣିମ ଇତିହାସ । ଭାରତୀୟ ସେନାର ଅଦମ୍ୟ ସାହସ, ପରାକ୍ରମ ଓ ବୀରତ୍ୱର ପ୍ରଦର୍ଶନ ଦେଖି ଭାରତ ନିକଟରେ ହାର ମାନିଥିଲା…

ଅମିତ ଶାହା ଅସୁସ୍ଥ, ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ() ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ବିଳମ୍ବିତ ରାତିରେ ହିଁ ଶାହାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କର ତଦାରଖ କରୁଛି । ନିକଟରେ ଅମିତ ଶାହା କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିଲେ ।…

ଡିଜିଟାଲ ରାଲିରେ ଓଡିଶାବାସୀଙ୍କୁ ଉଦବୋଧନ ଦେବେ ଶାହା

ଭୁବନେଶ୍ୱର()କେନ୍ଦ୍ରରେ ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ପୂରଣ ହୋଇଛି । ପ୍ରଥମ ବର୍ଷ ପୂର୍ତ୍ତି ଉପଲକ୍ଷେ ଆସନ୍ତା ୮ ତାରିଖରେ ଅପରାହ୍ନ ୩ଟା ୩୦ ରେ ଡିଜିଟାଲରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଓଡ଼ିଶା ଜନସାଧାରଣଙ୍କୁ ସମ୍ବୋଧନ କରିବେ । ଏ ନେଇ ରାଜ୍ୟର ୫ ହଜାରରୁ ଅଧିକ ବିଜେପି…

ପୁରୀ ପରେ ଲିଙ୍ଗରାଜ ରୂପାନ୍ତରଣକୁ ଶାହାଙ୍କ ପ୍ରଶଂସା

ଭୁବନେଶ୍ୱର()  ଆଜି ସକାଳେ ପୁରୀରେ ଶ୍ରୀଜୀଉଙ୍କ ଦର୍ଶନ କରିବା ପରେ ଗୃହମନ୍ତ୍ରୀ ଅମିତ ଶାହା ଲିଙ୍ଗରାଜ ମନ୍ଦିର ଗସ୍ତ କରିଥିଲେ । ପୁରୀ ପରେ ସେ ଭୁବନେଶ୍ୱର ଆସି ଲିଙ୍ଗରାଜ ମନ୍ଦିରରେ ପହଂଚିଥିଲେ । ସେଠାରେ ଅମିତ ଶାହାଙ୍କୁ ପ୍ରଶାସନ ତରଫରୁ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଉତ୍ତରୀୟ ଦେଇ…